ଦେବଦାସ ଛୋଟରାୟଙ୍କ ‘ଆମ ସମୟର ମଣିଷ’ ପୁସ୍ତକ ଉନ୍ମୋଚିତ

ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମେଳା ୨୦୨୫ର ଦ୍ୱିତୀୟ ଦିବସରେ କେତକୀ ଫାଉଣ୍ଡେସନ୍ ଟ୍ରଷ୍ଟର ଷ୍ଟଲରେ ଉପସ୍ଥାପିତ ସଂଗ୍ରହକୁ ଅନେକ ସାହିତ୍ୟିକ, ଛାତ୍ର ଓ ପୁସ୍ତକପ୍ରେମୀ ଉପଭୋଗ କରିଥିଲେ । ସନ୍ଧ୍ୟା ୫ଟାରେ ଖ୍ୟାତନାମା ଲେଖକ ଦେବଦାସ ଛୋଟରାୟଙ୍କ ପୁସ୍ତକ “ଆମ ସମୟର ମଣିଷ” ଉନ୍ମୋଚିତ ହୋଇଥିଲା ଏବଂ ଅନେକ ପାଠକ ତାଙ୍କ ଦସ୍ତଖତ ସହିତ ପୁସ୍ତକକୁ ନେଇ ଆନନ୍ଦିତ ହୋଇଥିଲେ ।

Post a Comment

0 Comments